ମା’ ଆସୁଛନ୍ତି ,ଦୁଲୁକିବ ଢେଙ୍କାନାଳ
ପୁରୁଣା ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ସୋମେଶ କୁମାର ଉପାୟଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ଢେଙ୍କାନାଳ ସହରରେ ଗଜଲକ୍ଷ୍ମୀ ପୂଜା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗଜଲକ୍ଷ୍ମୀ ପୂଜା ଆସନ୍ତା ମାସ ୧୬ ତାରିଖରୁ ଆରମ୍ଭ ହେବ ଏବଂ ୨୭ ତାରିଖ ଦିନ!-->…