ଗଣେଶ ପୂଜା ପାଇଁ ପ୍ରସ୍ତୁତି ବୈଠକ
ଢେଙ୍କାନାଳ ଜିଲ୍ଲା କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ରମେଶଚନ୍ଦ୍ର ସେଠୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ସେପ୍ଟେମ୍ବର ୭ ତାରିଖ ଶନିବାର ଦିନ ହେବାକୁ ଥିବା ଗଣେଶ ପୂଜା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ଅଗ୍ରପୂଜ୍ୟ ଶ୍ରୀ ଗଣେଶଙ୍କର ଯେପରି!-->…