ଥଇଥାନ ନକରି ଘର ଭାଙ୍ଗିଲା ପ୍ରଶାସନ
ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ କନ୍ତାମିଲା ପଞ୍ଚାୟତ ଧୋବଣୀନନ୍ଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଗତ ବୁଧବାର ଅପରାହ୍ନରେ ହିନ୍ଦୋଳ ଉପଖଣ୍ଡ ପ୍ରଶାସନ ପକ୍ଷରୁ ତହସିଲଦାର ମାନ୍ୟବର ଉଚ୍ଚନ୍ୟାୟଳୟଙ୍କ ଆଦେଶ ମୁତାବକ ଜଣେ ଗରିବ ପରିବାରର ବାସ ଉପଯୋଗୀ ଘର ଭାଙ୍ଗି!-->…