ଢେଙ୍କାନାଳ ଜିଲ୍ଲାରେ ବିଶ୍ୱ ମତ୍ସ୍ୟ ଦିବସ ପାଳନ
ଜିଲ୍ଲା ମତ୍ସ୍ୟ ଅଧିକାରୀ କାର୍ଯ୍ୟାଳୟରେ ବିଶ୍ଵ ମତ୍ସ୍ୟ ଦିବସ କୋଭିଡ୍ କଟକଣା ମଧ୍ୟରେ ପାଳନ କରାଯାଇଛି । ଏହି ସମାରୋହରେ ଢେଙ୍କାନାଳର ଜିଲ୍ଲାପାଳ ଶ୍ରୀଯୁକ୍ତ ସରୋଜ କୁମାର ସେଠୀ ମହୋଦୟ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲାର!-->!-->!-->…