ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଶୁବ୍ରତ
ଜନ୍ମଦିନ ପାଳନ ଏକ ଟ୍ରେଣ୍ଡ ରେ ପରିଣତ ହେଲାଣି । ତାରକା ହୋଟେଲରେ ସାଙ୍ଗସାଥୀଙ୍କ ସହ ଜାକଜମକରେ ଜନ୍ମଦିନର ଖୁସି ମନାଉଛନ୍ତି । ହେଲେ ଏମିତି ହାତଗଣତି କିଛି ବ୍ୟକ୍ତିତ୍ୱ ଅଛନ୍ତି ଯେଉଁମାନେ ଏଭଳି ଚାକଚକ୍ୟଠୁ ଦୂରେଇ ନିଆରା ଢଙ୍ଗରେ ଜନ୍ମଦିନ ପାଳିବାକୁ ପସନ୍ଦ କରିଥାନ୍ତି । ଏମିତି ଏକ!-->…