ଟିକା ନେଇ ଶିଶୁ ମୃତ୍ୟୁ ; ଅଭିଯୋଗ ଆଣିଲେ ପରିବାର
ଟିକା ନେଇ ଶିଶୁ ମୃତ୍ୟୁର ଅଭିଯୋଗ ଆସିଛି ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା ଖଜୁରିଆ ଗ୍ରାମରେ। ଗ୍ରାମର ମହେଶ୍ୱର ଦାସଙ୍କର ୨ ମାସର ଝିଅ ଆଜି ଟିକା ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ ଦିନ ୧୧.୩୦ ଘଟିକାରେ ଦୁଇ ବୁନ୍ଦା ପୋଲିଓ ଏବଂ ରୋଟାଭାଇରସ,ପେଣ୍ଟାଭାଇରସ ଓ ନୂତନ ଭାବେ ଆସିଥିବା!-->…