ଶ୍ରୀ ସିଦ୍ଧ ବଳରାମ ଜୀଉଙ୍କ ରଥଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଢେଙ୍କାନାଳରେ ଶ୍ରୀ ସିଦ୍ଧ ବଳରାମ ଜୀଉଙ୍କ ରଥଯାତ୍ରା ଆସନ୍ତା ମାସ ୨୭ ତାରିଖ ଶୁକ୍ରବାର ଦିନ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭା ଗୃହ ଠାରେ ଜିଲ୍ଲାପାଳ ଶ୍ରୀ ସୋମେଶ କୁମାର ଉପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ!-->…