News
WhatsApp Image 2023-10-04 at 17.25.00
samparksetu

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ସୁରେନ୍ଦ୍ର

ଜନ୍ମଦିନ ପାଳନ ଏକ ଟ୍ରେଣ୍ଡ ରେ ପରିଣତ ହେଲାଣି । ତାରକା ହୋଟେଲରେ ସାଙ୍ଗସାଥୀଙ୍କ ସହ ଜାକଜମକରେ ଜନ୍ମଦିନର ଖୁସି ମନାଉଛନ୍ତି । ହେଲେ ଏମିତି ହାତଗଣତି କିଛି ବ୍ୟକ୍ତିତ୍ୱ ଅଛନ୍ତି ଯେଉଁମାନେ ଏଭଳି ଚାକଚକ୍ୟଠୁ ଦୂରେଇ ନିଆରା ଢଙ୍ଗରେ ଜନ୍ମଦିନ ପାଳିବାକୁ ପସନ୍ଦ କରିଥାନ୍ତି । ଏମିତି ଏକ ନିଆରା ବ୍ୟକ୍ତି ହେଉଛନ୍ତି ଢେଙ୍କାନାଳ ଗଁଦିଆ ଗାଁ ର ସୁରେନ୍ଦ୍ର କୁମାର ଜେନା ।

ସୁରେନ୍ଦ୍ର ନିଜର ଜନ୍ମ ଦିବସ ଅବସରରେ ଅସହାୟ ଏବଂ ବସ୍ତିରେ ରହୁଥିବା କୁନି ପିଲାଙ୍କୁ ଚକୋଲେଟ, କେକ୍ ଖୁଆଇବା ସହ ଦିନଟିଏ ପାଇଁ ହେଉ ପଛେ ଯେପରି ସମସ୍ତେ ପେଟପୁରା ଖାଇପାରିବେ ଏନେଇ ମଧ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ କରିଛନ୍ତି ସେ ।

ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପରିବାର ଏବଂ ବନ୍ଧୁମାନେ ।

new life
You might also like
error: Content is protected !!