News
lipub
samparksetu

ସାପ କାମୁଡାରେ ମହିଳା ମୃତ

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସାପ କାମୁଡାରେ ମହିଳାଙ୍କର ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ କାମାକ୍ଷାନଗର ଥାନା ଗୋରଡିଆ ଗ୍ରାମର ମିନାକ୍ଷୀ ସାମଲ।

ସେ ରାତିରେ ସୋଇଥିବା ବେଳେ ସାପ କାମୁଡି ଦେଇଥିଲା। ପରିବାର ଲୋକେ ଜାଣିବା ପରେ ତାଙ୍କୁ ତୁରନ୍ତ କାମାକ୍ଷାନଗର ଉପଖଣ୍ଡ ମେଡିକଲରେ ଭର୍ତ୍ତି କରିଥିଲେ। ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏନେଇ ମେଡିକାଲ ଓ ଗ୍ରାମରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ।

new life
You might also like
error: Content is protected !!