News
WhatsApp Image 2023-10-04 at 17.25.00
samparksetu

ଦୁର୍ଘଟଣାରେ ଚାଲିଗଲା ଜୀଵନ !

ପୁରୁଣା କଟକ ସମ୍ବଲପୁର ରାସ୍ତାର କୋତ୍ତମ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ହେଉଛନ୍ତି କଟକ ଟାଙ୍ଗି ଥାନା ସଫା ଗାଁର ମୋହିତ କୁମାର ସ୍ୱାଇଁ ବୋଲି ଜଣାଯାଇଛି ।

ସୂଚନା ଅନୁଯାୟୀ , ମୋହିତ ଅନୁଗୁଳର ଏକ କମ୍ପାନୀରେ କାର୍ଯ୍ୟ କରୁଥିଲେ ,ଆଜି କାମ ସାରି ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ସାଢେ ୫ଟା ବେଳେ କୌଣସି ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ରାସ୍ତା କଡ଼ରେ ପଡ଼ିଥିବା ବେଳେ ଲେକେ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।  

new life
You might also like
error: Content is protected !!