ଯୋରନ୍ଦା ମେଳା ନିମନ୍ତେ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଆଜି ପୂର୍ବାହ୍ନରେ ଯୋରନ୍ଦା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସଭା ଗୃହଠାରେ ଜିଲାପାଳ ଶ୍ରୀ ସୋମେଶ କୁମାର ଉପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ବିଶ୍ବ ପ୍ରସିଦ୍ଧ ଯୋରନ୍ଦା ମାଘମେଳା ଆୟୋଜନ ନିମନ୍ତେ ଦ୍ୱିତୀୟ ତଥା ଶେଷ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ଵପ୍ରସିଦ୍ଧ ମାଘମେଳା କିଭଳି!-->…