ବନ୍ଧୁକ ଓ କାତି ଦେଖାଇ ଜନସେବା କେନ୍ଦ୍ର ଏଜେଣ୍ଟଙ୍କ ଠାରୁ ଲୁଟ !
ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଧୋବାବାହାଳୀ -ଶ୍ରୀମୁଳା ପୂର୍ତ୍ତ ବିଭାଗ ରାସ୍ତା ରେ ଜନ ସେବା କେନ୍ଦ୍ର ଏଜେଣ୍ଟ ଙ୍କ ଠାରୁ ୮୦ ହଜାର ଟଙ୍କା ଲୋଟ ହୋଇଛି ।ଏକ କଳା ପଲସର ରେ ଦୁଇ ହେଲମେଟ ପିନ୍ଧା ଦୁର୍ବୃତ୍ତ ବନ୍ଧୁକ ଓ କାତି ଦେଖାଇ ଏହି ଲୁଟ କରିଛନ୍ତି ।
ସୂଚନା ମୁତାବକ ଜନ!-->!-->!-->…