ଢେଙ୍କାନାଳ ଗଜଲକ୍ଷ୍ମୀ ପୂଜା ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା
ଧରାପୃଷ୍ଠକୁ ବିରାଜିଛନ୍ତି ମା' ଲକ୍ଷ୍ମୀ, ଆଜିଠାରୁ ଆରମ୍ଭ ହୋଇଛି ଢେଙ୍କାନାଳ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା। ୩୮ଟି ପୂଜା ମଣ୍ଡପରେ ପୂଜା ପାଇବେ ମା' ଲକ୍ଷ୍ମୀ ।ଏଥିପାଇଁ ପାଇଁ ଢେଙ୍କାନାଳ ପୁଲିସ ପକ୍ଷରୁ ଜାରି ହୋଇଛି ଟ୍ରାଫିକ୍ କଟକଣା । ପୂଜା ପାଇଁ ଟ୍ରାଫିକ୍ କଟକଣା ଜାରି ହୋଇଥିବା ନେଇ!-->…