ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଢେଙ୍କାନାଳ- କପିଳାସ ରାସ୍ତାର କୁକୁଡାଝର ନିକଟରେ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ବଞ୍ଚାଇବାକୁ ଯାଇ ଆକ୍ରମଣ ର ଶିକାର ହୋଇଛନ୍ତି ।
ସୂଚନା ଅନୁଯାୟୀ , ଗତ ପଞ୍ଚାୟତ ନିର୍ବାଚନରେ ୨ସରପଞ୍ଚ ପ୍ରାର୍ଥୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଜନୈକ!-->!-->!-->…