ଢେଙ୍କାନାଳ ଓ ଅନୁଗୋଳରେ ଅନୁଷ୍ଠିତ ହେବ ‘ବାଜି ରାଉତ ଜାତୀୟ ଫୁଟବଲ କପ୍ ଟୁର୍ଣ୍ଣାମେଣ୍ଟ’
ସର୍ବଭାରତୀୟ ଫୁଟବଲ ସଂଘ ସହଯୋଗରେ ଆମେ ଓଡ଼ିଆ ଫାଉଣ୍ଡେସନ ଟ୍ରଷ୍ଟ ଦ୍ୱାରା ଏହି ଟୁର୍ଣ୍ଣାମେଣ୍ଟର ଆୟୋଜନ ହେଉଛି । ନଭେମ୍ବର ୩ ରୁ ନଭେମ୍ବର ୮ ପର୍ଯ୍ୟନ୍ତ ଏହା ଅନୁଷ୍ଠିତ ହେବ ।
ଏହି ପ୍ରତିଯୋଗିତାରେ ୮ଟି ରାଜ୍ୟରୁ ୮ଟି ଫୁଟବଲ ଟିମ୍ ଅଂଶଗ୍ରହଣ କରିବେ ,ନଭେମ୍ବର ୩ରେ ଢେଙ୍କାନାଳ!-->!-->!-->…