କଙ୍କଡାହାଡ଼ ବ୍ଲକ ସାମ୍ବାଦିକ ସଂଘ ର ଗୋଷ୍ଟି ଉନ୍ନୟନ ଅଧିକାରୀ ଙ୍କ ସହ ସୌଜନ୍ୟ ମୂଳକ ସାକ୍ଷାତ
କଙ୍କଡାହାଡ଼ ବ୍ଲକ ସାମ୍ବାଦିକ ସଂଘ ସମସ୍ତ କର୍ମକର୍ତା ଆଜି କଙ୍କଡାହାଡ଼ ଗୋଷ୍ଟି ଉନ୍ନୟନ ଅଧିକାରୀ ଶଙ୍କର ପ୍ରସାଦ ସାହୁଙ୍କୁ ସଂଘ ସଭାପତି ଇଂ ରାଜେଶ କୁମାର ଦେହୁରୀଙ୍କ ନେତୃତ୍ୱରେ ସୌଜନ୍ୟ ମୂଳକ ସାକ୍ଷାତ କରିଥିଲେ ।
କଙ୍କଡାହାଡ଼ ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହେଇଥିବାରୁ!-->!-->!-->…