ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃ ସମ୍ମିଳନୀ
ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ଗଡପଳାଶୁଣି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଶୁକ୍ରବାର ଅନୁଷ୍ଠାନର ସଭାପତି ଦୁର୍ଯ୍ୟୋଧନ ବେହେରାଙ୍କ ସଭାପତିତ୍ବରେ ଏକ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟା ରୀତା ସାହୁଙ୍କ ନେତୃତ୍ୱରେ ହୋଇ!-->!-->!-->…