ଗାଁରେ ଲକ୍ଷାଧିକ ଟଙ୍କାର କୋଇଲା ଠାବ
ଭୁବନ ଥାନା ଅନ୍ତର୍ଗତ ଏକତାଳି ପଞ୍ଚାୟତ ଚନ୍ଦାର ଗ୍ରାମ ନିକଟରେ ଥିବା ଖେଳପଡ଼ିଆର ପଶ୍ଚିମ ପାର୍ଶ୍ୱରେ ଚାଲିଶ ଟନ ରୁ ଉର୍ଦ୍ଧ୍ବ ଚୋରା କୋଇଲା ପଡ଼ିରହିଛି । ଗ୍ରାମବାସୀ ମାନେ ଶୌଚ ହେବାକୁ ଆସିବା ବେଳେ ଖୋଲା ପଡିଆରେ କୋଇଲା ପଡ଼ିଥିବା ଦେଖିବାକୁ ପାଇଥିଲେ l
ଭୁବନ ଅଞ୍ଚଳ ୧୦ଟି ସ୍ଥାନରେ!-->!-->!-->…