କଳାବ୍ୟାଚ ପିନ୍ଧି ଅଧ୍ୟାପକଙ୍କ ଅଧ୍ୟାପନା
ଗାଁଦିଆ ବ୍ଲକ୍ ଅନ୍ତର୍ଗତ ପିଙ୍ଗୁଆ ମହାବିଦ୍ୟାଳୟରେ ୨୦୦୮ ମସିହା ପରବର୍ତ୍ତୀ ସମୟରେ ପରିଚାଳନା କମିଟି ଦ୍ଵାରା ନିଯୁକ୍ତ ଅଧ୍ୟାପକ ଏବଂ କର୍ମଚ।ରୀ ଗଣ କଳାବ୍ୟାଚ ପରିଧାନ ପୂର୍ବକ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଓଡ଼ିଶା ରାଜ୍ୟ ବେସରକ।ରୀ ଅଧ୍ୟାପକ କର୍ମଚାରୀ ସଂଘର ସଭାପତି ବିଶ୍ଵରଜନ!-->…