ହିନ୍ଦୋଳ ଏନଏସି ରେ ସ୍କୁଲ ଛାତ୍ରଛାତ୍ରୀ ଙ୍କୁ ପୋଷାକ ବଣ୍ଟନ
ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ଏନଏସି ସ୍ଥିତ ୱାର୍ଡ ନଂ୧୨ ବନମାଲିପୁର ସ୍କୁଲରେ ଆଜି ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରାଯାଇଛି।ସ୍କୁଲରେ ଅଧ୍ୟୟନ କରୁଥିବା ୧୫୦ଛାତ୍ରଛାତ୍ରୀ ମାନଙ୍କୁ ଦୁଇହଳ ପୋଷାକ, ଏକ ହଳ ଜୋତା ଓ ଦୁଇ ହଳ ମୋଜା ଉପସ୍ଥିତ ଅତିଥି ମାନଙ୍କ ଦ୍ୱାରା ବଣ୍ଟନ!-->…