ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ;ଢେଙ୍କାନାଳ ସମେତ ୭ଟି ଜାଗାରେ ଚଢ଼ାଉ
ନିମାପଡା ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଚାଲିଛି ଚଢ଼ାଉ । ଏକ କାଳୀନ ୭ଟି ଜାଗାରେ ଚାଲିଛି ଚଢ଼ାଉ । ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ୨ଟି ସ୍ଥାନରେ ରେଡ ଚାଲିଛି । ଏଥିସହିତ ପୈତୃକ ଗାଁ ଗୁଣଦେଈ ସମେତ ଢେଙ୍କାନାଳ ସହରର ୪ଟି ଜାଗାରେ ଛାନଭିନ ଚାଲିଛି ।
!-->!-->!-->…