ଜୀବନ ଯନ୍ତ୍ରଣା ସହିନପାରି ଏକାସାଙ୍ଗେ ଜୀଵନ ହାରିଲେ ଦମ୍ପତ୍ତି
ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ କଙ୍କଡପାଳ ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ନିଜ ଘରୁ ଦମ୍ପତ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରିଥିଲା ।
ସୂଚନାଯୋଗ୍ୟ ଯେ, ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ କାଙ୍କଡପାଳ ଗ୍ରାମରେ!-->!-->!-->…