ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ
କଙ୍କଡ଼ାହାଡ଼ ବ୍ଲକ ବିରାଶାଳ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ପ୍ରଥମ ବର୍ଷ ର ଛାତ୍ରୀ ମାନଙ୍କୁ ନେଇ ଏପ୍ରିଲ ୧୩ ରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଇଥିବା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହେଇଯାଇଥିଲା ।
ଅଧ୍ୟକ୍ଷ ଜଗଦୀଶ ପ୍ରସାଦ ତ୍ରିପାଠୀଙ୍କ ସଭାପତିତ୍ୱ!-->!-->!-->…