ହିନ୍ଦୋଳ ମହାବିଦ୍ୟାଳୟ ଶିକ୍ଷା ବିଭାଗରେ ରାଜ୍ୟ ସ୍ତରୀୟ ଆଲୋଚନା ଚକ୍ର
ଢେଙ୍କାନାଳ ଜିଲ୍ଲା ଖଜୁରିଆକଟା ସ୍ଥିତ ହିନ୍ଦୋଳ ମହାବିଦ୍ୟାଳୟ ଶିକ୍ଷା ବିଭାଗରେ ୧୮ ତାରିଖ ସୋମବାର ଦିନ ଜାତୀୟ ଶିକ୍ଷାନୀତି ୨୦୨୦ ଉଚ୍ଚଶିକ୍ଷାର ଗୁଣାତ୍ମକ ମାନର ଅଭିବୃଦ୍ଧି ଶୀର୍ଷକ ରାଜ୍ୟ ସ୍ତରୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି ଏଥିରେ ବିଭାଗୀୟ ମୁଖ୍ୟ ସୁରେଶ ଚନ୍ଦ୍ର!-->…