ଛଣବୋଲୁଅ ଗ୍ରାମକୁ ରାଜସ୍ୱ ଗ୍ରାମ ମାନ୍ୟତା ଦାବି
ଢେଙ୍କାନାଳ ଜିଲ୍ଲା ସଦର ତହସିଲ ବେଲଟିକିରି ରାଜସ୍ୱ ନିରୀକ୍ଷକଙ୍କ ଅଧୀନରେ ଥିବା ଛଣବୋଲୁଅ ଗ୍ରାମକୁ ରାଜସ୍ୱ ଗ୍ରାମର ମାନ୍ୟତା ଦେବା ପାଇଁ ଗ୍ରାମାବାସୀ ମାନେ ଜିଲ୍ଲାପାଳଙ୍କ ନିକଟରେ ଦାବି କରିଛନ୍ତି ।
ଛଣବୋଲୁଅ ଗ୍ରାମଟି ଏକ ପଡା ଗ୍ରାମ ହୋଇଥିବା ବେଳେ ନାଗିଆପଶି ପଞ୍ଚାୟତ କୃଷ୍ଣ!-->!-->!-->…