ପେଟ୍ରୋଲ ଏବଂ ରନ୍ଧନ ଗ୍ୟାସ ଦର ବୃଦ୍ଧିକୁ ନେଇ ବିକ୍ଷୋଭ
ଢେଙ୍କାନାଳ ଜିଲ୍ଲା ଛାତ୍ର କଂଗ୍ରେସ ତରଫରୁ ଦେଶରେ ତୈଳ ଦର ଏବଂ ରନ୍ଧନ ଗ୍ୟାସ ବୃଦ୍ଧିନେଇ କୁଞ୍ଜକାନ୍ତ ସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିର୍ଦ୍ଦେଶ ରେ ମହଙ୍ଗାୟୀ ମକ୍ତୁ ଭାରତ ଅଭିଯାନ ଆହ୍ଵାନରେ ଏହି ବିକ୍ଷୋଭ!-->…