ଭତ୍ତା ବୃଦ୍ଧି ଏବଂ ପେନସନ ଦାବୀ
ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ସିମିନଇ ପଞ୍ଚାୟତ ହାଟ ପଡିଆ ।ଠାରେ ନବ ନିର୍ମାଣ କୃଷକ ସଙ୍ଗଠନ ତରଫରୁ ବାର୍ଦ୍ଧକ୍ୟ ଭତ୍ତା ବୃଦ୍ଧି ଏବଂ ପେନସନ ଦାବୀରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ କୃଷକ ନେତା କୈଳ।ସ ଚନ୍ଦ୍ର ରାଉତଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ!-->…