ମଦ୍ୟପ ଭାଇର ପନିକି ଚୋଟରେ ଭଉଣୀ ଗୁରୁତର
ମଦ୍ୟପ ଭାଇର ଉନ୍ମୁକ୍ତ କାଣ୍ଡ । ଭାଇର ପନିକି ଚୋଟରେ ଭଉଣୀ ଗୁରୁତର । ଏପରି ଘଟଣା ଦେଖିବାକୁ ମିଳିଛି ଭୁବନ ଥାନା ଓଡିଶ ପଞ୍ଚାୟତ ଅନ୍ତର୍ଗତ ବେଲପାଳ ଗ୍ରାମରେ ।
ଗ୍ରାମର ମଞ୍ଜୁ ମହାରଣା ୩୦ ବର୍ଷ ସ୍ବାମୀ- ଲାଲ ମୋହନ ମହାରଣ । ଆଜି ସଂନ୍ଧ୍ୟା ପାଖାପାଖି ଛଅଟା ସମୟରେ ମଦ୍ୟପ ଭାଇ ଇଶ୍ବର!-->!-->!-->…