ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ
ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ତାଳବରକୋଟ ପଞ୍ଚାୟତ ଅନ୍ତର୍ଗତ ସିଆରିଆ ଗ୍ରାମରେ କଲ୍ୟାଣ ଫାଉଡେସନ ଏବଂ ବାପୁଜୀ କ୍ଳବ ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଶିବିର ରେ ୩୪ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ।
ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡ଼ ଜୟ!-->!-->!-->…