ୱାଲମୀ ପକ୍ଷରୁ କୃଷି ଯନ୍ତ୍ରପାତି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
ରେଙ୍ଗାଳୀ ବାମ କେନାଲ ଅଧିନରେ ପାଣି ପାଇବାକୁ ଥିବା ସମସ୍ତ ଚାଷୀ କିଭଳି ଭାବରେ ଚାଷପୋଯୋଗୀ ଜମିରେ ଉକୃଷ୍ଟ ଫସଲ ଫଳାଇ ପାରିବେ ସେ ନେଇ ସହଯୋଗୀ ସଂସ୍ଥା ୱାଲମୀ ପକ୍ଷରୁ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଭୁବନ ଶାଖାର ମୁଖ୍ୟ ପ୍ରଦୁମ୍ନ କୁମାର ମିଶ୍ରଙ୍କ!-->!-->!-->…