ସୁଲକ୍ଷଣାଦେବୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭିଭାବକ ବୈଠକ ଅନୁଷ୍ଠିତ
ଆଜି ସୁଲକ୍ଷଣ।ଦେବୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସାଧାରଣ ଶିକ୍ଷକ ଓ ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପିଲାମାନଙ୍କର ଶିକ୍ଷା ଓ ପରୀକ୍ଷା ନିମନ୍ତେ ସରକାରଙ୍କର ଗାଇଡ଼ ଲାଇନ ଅନୁସାରେ ପାଠପଢ଼ା କିପରି ପରିଚାଳିତ ବିଷୟରେ ଆଲୋଚନା କରାଯାଇଥିଲା । ବିଦ୍ୟାଳୟ ବୈଠକରେ ଉପସ୍ଥିତ!-->…