ଆବାସିକ କଲେଜରୁ ଛାତ୍ରଛାତ୍ରୀ ପଜିଟିଭ ଘଟଣା, ସିଲ୍ ହେଲା ସମ୍ପୃକ୍ତ କଲେଜ
ଢେଙ୍କାନାଳ ସହର ସ୍ଥିତ ସାଇକ୍ରୁପା ଯୁକ୍ତ ଦୁଇ ଆବାସିକ ମହାବିଦ୍ୟାଳୟର ୩୩ ଜଣ ଛାତ୍ରଛାତ୍ରୀ କରୋନାରେ ସଂକ୍ରମିତ ହେବା ପରେ ଗତକାଲି ପ୍ରଶାସନ ପକ୍ଷରୁ କୁଞ୍ଜକାନ୍ତ ଅଞ୍ଚଳର ୨ ନମ୍ବର ୱାର୍ଡ କୁ ୧୦ ଦିନ ପାଇଁ କଣ୍ଟେନମେଣ୍ଟ ଯୋନ ଘୋଷଣା କରାଯାଇଥିଲା । ତେବେ ଆଜି ପ୍ରଶାସନ ପକ୍ଷରୁ ପୌର!-->!-->!-->…