ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ରାସୋଳ ଥାନା ଗିରିଧରପ୍ରସାଦ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ଗ୍ରାମଠାରୁ କିଛି ଦୂରରେ ଏକ ଆମ୍ବ ଗଛରେ ଏକ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।
ତେବେ ପାରିପାର୍ଶ୍ବିକ ସ୍ଥିତିରୁ ଦେଖିଲେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ!-->!-->!-->…