ନିଖୋଜ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
କାମାକ୍ଷାନଗର ବ୍ଲକ ତୁମୁଁସିଙ୍ଗା ଥାନା ଅନ୍ତର୍ଗତ କନ୍ତିଓପୁଟସାହି ଗାଁର ତଁଳାସାହିର ଜୈନିକ ଯୁବକଙ୍କ ମୃତଦେହ ଗଛରେ ଝୁଲୁଥିବା ଦେଖିବାକୁ ମିଳିଛି।
ସୂଚନା ଅନୁଯାୟୀ ଏହି ଗାଁ ର କଳୁ ବେହେରାଙ୍କ ମଝିଆ ପୁଅ ରାଜେଶ ବେହେରା ଗତ ୭ ତାରିଖ ଠାରୁ ନିଖୋଜ ଥିଲେ। ଏ ସମ୍ପର୍କରେ ତୁମୁସିଂଙ୍ଗା!-->!-->!-->…