ଅରବିନ୍ଦ କେଜରିୱାଲଙ୍କ ଗିରଫ ବିରୋଧରେ ଗର୍ଜିଲା ଆପ୍
ଆପ୍ର ରାଷ୍ଟ୍ରୀୟ ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗତ କାଲି ଇଡି ଗିରଫ କରିବା ପ୍ରତିବାଦରେ ଢେଙ୍କାନାଳ ଶାଖା ଆପ୍ କର୍ମୀମାନେ ଦଳର ଜିଲ୍ଲା କାର୍ଯ୍ୟାଳୟ ଠାରୁ ଏକ ଶୋଭାଯାତ୍ରାରେ ବିଭିନ୍ନ ନାରାବାଜି ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ!-->…