ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର !
କଙ୍କଡ଼ାହାଡ଼ ଥାନା ବାଟଗାଁ ପଞ୍ଚାୟତର ତଣ୍ଡିମୁଣ୍ଡା ଠାରେ ଜଣେ ମଧ୍ୟ ବୟସ୍କ ବ୍ୟକ୍ତି କାମାକ୍ଷାନଗର-କଙ୍କଡ଼ାହାଡ଼ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ବରେ ଥିବା ଗଛରେ ଝୁଲୁଥିବା ଦେଖିବାକୁ ମିଳିଛି।
ଆଜି ସନ୍ଧ୍ୟାରେ ସ୍ଥାନୀୟ ଲୋକମାନେ ପ୍ରଥମେ ଦେଖିବା ପରେ କଙ୍କଡ଼ାହାଡ଼ ଥାନାକୁ ସୂଚନା!-->!-->!-->…