ଜାଣନ୍ତୁ କିପରି କଟିବ ଆଜିର ଦିନ
ମେଷ
ଆଜି ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ ଅଟକିବ ନାହିଁ। କିନ୍ତୁ ସଭାସମିତିରେ ନିଜର ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ। ମଧ୍ୟାହ୍ନ ପରେ ପରେ ଦେଇଥିବା ଜିନିଷ ଫେରି ପାଇବେ କିମ୍ବା ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ପାରିବାରିକ!-->!-->!-->…