ଜାଣନ୍ତୁ କିପରି କଟିବ ଆଜିର ଦିନ
ମେଷ
ଆଜି ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ସ୍ମରଣୀୟ ମନେହେବ। ସାମାଜିକ ସ୍ତରରେ ଏକାଧାରରେ ଅର୍ଥ, ସମ୍ମାନ, ଉପଢୌକନ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି। ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ। ବନ୍ଧୁ ମିଳନ, ନୂତନ ବସ୍ତ୍ରାଭରଣ, ସୌଜନ୍ୟମୂଳକ ସାକ୍ଷାତାଲୋଚନା ମାନସିକ!-->!-->!-->…