ଜାଣନ୍ତୁ କିପରି କଟିବ ଆଜିର ଦିନ
ମେଷ
କର୍ମଭାବରେ ଚାରୋଟି ଗ୍ରହ ଦ୍ୱାରା ସୃଷ୍ଟି ହୋଇଥିବା ରାଜଯୋଗ ସାମଗ୍ରିକ ଦୃଷ୍ଟିକୋଣରୁ ସଫଳତା ଆଣିଦେବ। ଧନ ସ୍ଥାନରେ ରାହୁଯୁକ୍ତ ଚନ୍ଦ୍ର କାରଣରୁ ଧନହାନିଜନିତ ମନସ୍ତାପ କରିପାରନ୍ତି। ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ସାମାଜିକ ସ୍ତରରେ ମନ ଭୁଲାଣିଆ କଥା!-->!-->!-->!-->!-->…