ନୂତନ ଏଡିଏମଙ୍କ ଯୋଗଦାନ
ଢେଙ୍କାନାଳ ରେ ନୂତନ ଅତିରିକ୍ତ ଜିଲ୍ଳାପାଳ ଭାବେ ଶଶାଙ୍କ ଶେଖର ଦାସ ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବରୁ ସେ ବୌଦ୍ଧ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରି ଆସୁଥିଲେ ।
ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କୁ ବିଭାଗୀୟ ଅଧିକାରୀ ଓ!-->!-->!-->…