ଗଁଦିଆ ବ୍ଲକ ପିଙ୍ଗୁଆ ପଞ୍ଚାୟତ ଟୋଲରପଶି ଗାଁର ୧୫୦ ପରିବାର ପାଇଁ ସମସ୍ୟା ସାଜିଛି ପାନୀୟ ଜଳ
ଗଁଦିଆ ବ୍ଲକ ପିଙ୍ଗୁଆ ପଞ୍ଚାୟତ ଟୋଲରପଶି ଗାଁର ୧୫୦ ପରିବାର ପାଇଁ ସମସ୍ୟା ସାଜିଛି ପାନୀୟ ଜଳ ପୂର୍ତ୍ତ ବିଭାଗ ରାସ୍ତାକୁ ଲାଗି ଗାଁର ସବର ସାହି ନିକଟରେ ଥିବା ବହୁ ପୁରୁଣା ଗୋଟିଏ କୂଅ ହିଁ ସାହା। ସବର ସାହି ଓ ଗୋପାଳ ସାହିର ଲୋକଙ୍କ ପାଇଁ ଗୋଟିଏ କୂଅ ଭରଷା।
ବହୁତ ବର୍ଷ ତଳେ!-->!-->!-->!-->!-->…