ଯବାନଙ୍କ ମର ଶରୀରକୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ଚନ୍ଦ୍ରଶେଖରପୁର ଗ୍ରାମର ପୁଅ ବୀର ଯବାନ ଧୂର୍ବ ଚରଣ ସାମଲଙ୍କୁ ଅଞ୍ଚଳ ବାସୀଙ୍କ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଭୁବନେଶ୍ୱର ରେ କାର୍ଯ୍ୟରତ ସିଆରପିଏଫ ଯବାନ୍ ଧୂର୍ବ ଚରଣ ସାମଲ କାର୍ଯ୍ୟରତ ଥିବା ବେଳେ ଅସୁସ୍ଥ ହୋଇ ଚିକିତ୍ସା ହେବା ପାଇଁ ଘରକୁ!-->…