ଅଜଣା ଗାଡ଼ି ଧକ୍କାରେ ବୃଦ୍ଧ ଗୁରୁତର
ଢେଙ୍କାନାଳ ଜିଲ୍ଲା ଭୁବନ ଦେଇ ଯାଇଥିବା ଜାତୀୟ ରିଜପଥ ୫୩ ରେ ବର୍ତ୍ତମାନ ସମୟରେ ପ୍ରାୟ ପ୍ରତ୍ୟେକ ଦିନ ସଡ଼କ ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି।ମାତ୍ର ଗୋଟିଏ ଦିନ ପୂର୍ବରୁ ଗାଡି ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଯାଇଥିବା ବେଳେ ଆଜି ଦିନ ୧୧ଟା ସମୟରେ ଜଣେ ବୃଦ୍ଧ ଙ୍କୁ ବାଲିଝାଟି!-->…