ଡାକ୍ତରଙ୍କୁ ସ୍ଥାୟୀ ନିଯୁକ୍ତି ଦାବି, ଫେବୃଆରୀ ୨୦ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ଢେଙ୍କାନାଳ ଜିଲ୍ଲା ତଥା ରାଜ୍ୟରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧିନରେ କାର୍ଯ୍ୟରତ ଆରବିଏସକେ ଆୟୁଷ ଡାକ୍ତର ମାନଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବା ପାଇଁ ଏକ ଦାବିପତ୍ର ଜିଲ୍ଳାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି । ସରକାର ଫେବୃଆରୀ ୧୫ ତାରିଖ ସୁଦ୍ଧା!-->…