ବାହାଘର ବାଣଫୁଟି ଜଳିଗଲା ୩ ବଖରା ଚାଳ ଘର
ବାହାଘର ରୋଷଣୀ ବେଳେ ବାଣଫୁଟି ଜଳିଗଲା ୩ ବଖରା ଘର ଓ କଚଡା ଗଦା। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଭୁବନ ଭୁଷଳ ତଳ ସାହିରେ।ଗତକାଲି ଭୁଷଳ ତଳସାହି ରାସ୍ତାଦେଇ ବରଯାତ୍ରୀ ରୋଷଣୀ ଯାଉଥିବା ସମୟରେ ବାଣ ଫୁଟାଇବାରୁ ଚାଳଛପର ଘରେ ପଡି ଲାଗିଥିଲା ନିଆଁ।
ତେବେ ଏହି ଅଗ୍ନିକାଣ୍ଡରେ ଦକ୍ଷିଣ!-->!-->!-->…