News
lipub
samparksetu
Browsing Category

ଢେଙ୍କାନାଳ ଖବର

ଟ୍ରେନ ଲାଇନ ରେ କାର୍ଯ୍ୟରତ କର୍ମଚାରୀ ଗୁରୁତର

ଢେଙ୍କାନାଳ ରେଳ ଷ୍ଟେସନ ନିକଟରେ ରେଳ ଧାରଣା କାମ ଚାଲିଥିବା ବେଳେ ଦୁର୍ଘଟଣା ଘଟି ଜଣେ କର୍ମଚାରୀ ଗୁରୁତର ହୋଇଛନ୍ତି । କର୍ମଚାରୀ ଜଣକ କୃଷ୍ଣଚନ୍ଦ୍ର ମହାରଣା ବୋଲି ଜଣାଯାଇଛି । ତାଙ୍କ ମୁଣ୍ଡରେ ଗଭିର ଆଘାତ ଲାଗିଛି । କାମ କରୁଥିବା କର୍ମଚାରୀ ମାନେ ତାଙ୍କୁ ଜିଲ୍ଲା ମୁଖ୍ୟ

ଷଣ୍ଢ ଆକ୍ରମଣରେ ଚାଲିଗଲା ଟ୍ରଲି ଚାଳକଙ୍କ ଜୀବନ

ଖମାର ସାହି ନିକଟରେ ଷଣ୍ଢ ଆକ୍ରମଣରେ ଜଣେ ଟ୍ରଲି ଚାଳକଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ସେହି ଖମାର ସାହିର ଗଗନ ନାଏକ ବୋଲି ଜଣାଯାଇଛି । ସୂଚନା ଅନୁଯାୟୀ , ଗଗନ ଟ୍ରଲି ଚଳାଇ ପରିବାର ଚଳାଇଥାନ୍ତି । ଗତକାଲି କାମ ସାରି ରାତି ପ୍ରାୟ ୯ଟା ବେଳେ ଘରକୁ ଫେରୁଥିଲେ । ରାସ୍ତାରେ ଷଣ୍ଢ

ପିକ୍ଅପ ଧକ୍କାରେ ଜଣେ ମୃତ ,୧ଗୁରୁତର

ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼-ଗଡ଼ପଳାଶୁଣି ପୂର୍ତ୍ତ ବିଭାଗ ରାସ୍ତାର ଗୋବରୀ ଗାଁ ନିକଟରେ ପିକ୍ ଅପ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତ ବାଇକ ଆରୋହୀ ଜଣଙ୍କ ମହାବିରୋଡ଼ ଥାନା ଡୋଲିଆ ଗାଁର ମିଲୁ ସିଂହ । ଗୁରୁତର ଯୁବକ ଜଣକ

ପିକ୍ଅପ ଧକ୍କାରେ ଜଣେ ମୃତ ,୧ଗୁରୁତର

ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼-ଗଡ଼ପଳାଶୁଣି ପୂର୍ତ୍ତ ବିଭାଗ ରାସ୍ତାର ଗୋବରୀ ଗାଁ ନିକଟରେ ପିକ୍ ଅପ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତ ବାଇକ ଆରୋହୀ ଜଣଙ୍କ ମହାବିରୋଡ଼ ଥାନା ଡୋଲିଆ ଗାଁର ମିଲୁ ସିଂହ । ଗୁରୁତର ଯୁବକ ଜଣକ

ନାବାଳକ କୁ ମରଣାନ୍ତକ ଆକ୍ରମଣ

ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଏନଏସି ୪ ନମ୍ବର ୱାର୍ଡରେ ଭଡାଘରେ ରହୁଥିବା କାର୍ଯ୍ୟରତ କିରାଣୀ ଏକ ନାବାଳକ କୁ ବାଡ଼ିରେ ମରଣାତ୍ମକ ଆକ୍ରମଣ କରିଥିବାର ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ , ହିନ୍ଦୋଳ ଏନ୍ ଏ ସି ୩ ନମ୍ବର ୱାର୍ଡ଼ ର ଅଶୋକ ସାହୁ ଙ୍କ ସାନ ପୁଅ ସରୋଜ ସାହୁ (୧୪) ଘର

ଦୀପରୁ ଲାଗିଲା ନିଆଁ, ବୃଦ୍ଧା ଗୁରୁତର

ଦୀପରୁ ଲାଗିଲା ନିଆଁ, ଢେଙ୍କାନାଳ ସହର ସ୍ଥିତ ସିଦ୍ଧ ବଳଦେବ ଜୀଉ ଙ୍କ ମନ୍ଦିରରେ ଅଘଟଣ । ବୃଦ୍ଧା ଙ୍କ ଦେହରେ ନିଆଁ ଲାଗିବାରୁ ବୃଦ୍ଧା ଜଣଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ମେଡିକାଲ ରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି ।ବୃଦ୍ଧା ଜଣଙ୍କ ଢେଙ୍କାନାଳ ସହର କୁଞ୍ଜକାନ୍ତ ସ୍ଥିତ

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର ଆହତ

ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ଉପଖଣ୍ଡରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ , ଢେଙ୍କାନାଳ ଜିଲ୍ଲାର ମେରାମୁଣ୍ଡଳୀ ସ୍ଥିତ ଟାଟା ଷ୍ଟିଲ କମ୍ପାନୀରେ କାର୍ଯ୍ୟକରୁଥିବା ଜଗତସିଂହପୁର ଜିଲ୍ଲାର ତିର୍ତୋଲ ଥାନା ଅଞ୍ଚଳର ଆନନ୍ଦ

ବିଲକୁ ଧାନ ଜଗିବାକୁ ଯାଇଥିବା ସମୟରେ ଆକ୍ରମଣ କଲା ଦନ୍ତା

ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ବିରିଖୁଣ୍ଟି ଗାଁର ଛବି ଦେହୁରୀ (୫୫) ଗତକାଲି ହାତୀ ଆକ୍ରମଣର ଶିକାର ହୋଇ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତରିତ କରାଯାଇଛି। ସୂଚନା ଅନୁଯାୟୀ , ଛବି ଗତକାଲି ସନ୍ଧ୍ୟାରେ ନିଜ ବିଲକୁ ଧାନ ଜଗିବାକୁ ଯାଇଥିବା ସମୟରେ ଏକ

ଟକ୍ର ଧକ୍କାରେ ମହିଳା ମତୃ ,ଅଞ୍ଚଳରେ ଉତ୍ତେଜନା

ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଫାଣ୍ଡି ଗୋବିନ୍ଦପୁର ପଞ୍ଚାୟତ ଗହମଖୁଣ୍ଟି ଠାରେ ଟ୍ରକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ , ସଦର ଥାନା ଅନ୍ତର୍ଗତ ବିରାଡିଆ ଗ୍ରାମର ବାବୁ ନାୟକଙ୍କ ପତ୍ନୀ ଇନ୍ଦିରା ନାୟକ ବୁଧବାର ମଧ୍ୟାହ୍ନରେ ସମ୍ପର୍କୀୟ ସହ

ହାତୀ ଆକ୍ରମଣରେ ବୃଦ୍ଧ ମୃତ ଘଟଣା, ଶବ ରଖି ପ୍ରତିବାଦ

ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ବନାଞ୍ଚଳ ହିନ୍ଦୋଳ ଏନଏସି ଅନ୍ତର୍ଗତ ୯ ନଂ ୱାର୍ଡରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକ ଉପଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟ ସମ୍ମୁଖରେ ଶବ ରଖି ପ୍ରତିବାଦ କରିବା ସହିତ କ୍ଷତି ପୂରଣ ଏବଂ ହାତୀଙ୍କ ଉପଦ୍ରଵକୁ ସୁରକ୍ଷା ଦେବାକୁ ଦାବି
error: Content is protected !!