News
lipub
samparksetu
Browsing Category

ଢେଙ୍କାନାଳ ଖବର

କାମାକ୍ଷାନଗର ମହୋତ୍ସବ ଉଦଘାଟିତ

କଳା ,ସଂସ୍କୃତି ,ଐତିହ୍ୟ ,ପରମ୍ପରା,କ୍ରୀଡା ଓ ପାରଦର୍ଶିତାକୁ ନେଇ ଗ୍ରାମାଞ୍ଚଳର ଲୁକାୟିତ ପ୍ରତିଭାର ଏକ ବଡ଼ ପ୍ଲାଟଫର୍ମ ଭାବେ ଆରମ୍ଭ ହୋଇଛି କାମାକ୍ଷାନଗର ମହୋତ୍ସବ । ଚାକଚକ୍ୟ ସଜବାଜ ସହ ବିଭିନ୍ନ ରକମର ଷ୍ଟଲ ଛାତ୍ରଛାତ୍ରୀ, କୃଷକ ,ଖେଳାଳୀ ଓ ଦର୍ଶକକୁ ବିମୋହିତ କରୁଛି । ଢେଙ୍କାନାଳ

ପାଇଥିବା ସୁନାଗହଣା ଫେରେଇଲେ ଦମ୍ପତି

ଆଜିର ସମାଜରେ ଭଲମଣିଷ ତିଷ୍ଠି ରହିଛନ୍ତି ଏହା ଶୁଣିଲେ ବହୁତ ଖୁସି ଲାଗୁଚି । ଲକ୍ଷାଧିକ ଟଙ୍କାର ସୁନା ଗହଣା ପାଇକରି ମଧ୍ୟ ମନରେ ଲୋଭ ନରଖି ତାହାକୁ ସଠିକ ବ୍ୟକ୍ତିଙ୍କୁ ଫେରାଇ ନିଜର ମହାନତା ଦେଖାଇ ଗଁଦିଆ ବ୍ଲକରେ ଆଦର୍ଶ ହୋଇ ଯାଇଛନ୍ତି ଏକ ଦମ୍ପତ୍ତି । ସୂଚନା ଅନୁଯାୟୀ , ୫ତାରିଖ

ପିସିସି କ୍ରିକେଟ କପ୍ ଉଦଯାପିତ ,ବାଘଧରିଆ ଏକାଦଶ ଚମ୍ପିୟାନ

ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ଉପଖଣ୍ତ ଚିତ୍ତଳପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ହାଇସ୍କୁଲ ନିକଟସ୍ଥ ପିସିସି ପଡିଆରେ ୮ଦିନ ବ୍ୟାପି ଚାଲିଥିବା ପିସିସି କ୍ରିକେଟ କପ୍ ବୁଧବାର ଉଦଯାପିତ ହୋଇଯାଇଛି । ବୁଧବାର ୨୦ ଓଭର ବିଶିଷ୍ଟ ଫାଇନାଲ ମ୍ୟାଚରେ ବାଘଧରିଆ ଏକାଦଶ ଓ ନନ୍ଦପୁର ଏକାଦଶ

କପିଳାସ ଜାଗର ଯାତ୍ରା ପାଇଁ ଦ୍ଵିତୀୟ ପ୍ରସ୍ତୁତି ବୈଠକ

ଢେଙ୍କାନାଳ ଜିଲ୍ଲା ତଥା ରାଜ୍ୟର ପ୍ରସିଦ୍ଧ ଶୈବପୀଠ କପିଳାସରେ ଜାଗର ଯାତ୍ରାପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜାଗର ଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ପାଳନ କରିବା ପାଇଁ ବିଷଦ ଭାବରେ ଆଲୋଚନା କରାଯାଇଥିଲା ।ମନ୍ଦିରର ଗର୍ଭଗୃହରେ ପାଣି ଗଳୁଥିବାରୁ ଯଥା ଶିଘ୍ର

ରାସୋଳ ପୋଲିସ୍ ର ବଡ ସଫଳତା,ଜଙ୍ଗଲରୁ ଧରାହେଲେ ୫ଡକାୟତ

ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ଉପଖଣ୍ଡ ଅନ୍ତର୍ଗତ ରାସୋଳ ପୋଲିସ୍ ବିଶେଷ ସୁତ୍ରରୁ ଖବର ପାଇ ୫ତାରିଖ ବିଳମ୍ବିତ ରାତିରେ ପଞ୍ଚପଡା ଶାଳ ଜଙ୍ଗଲରେ ଚଢାଉକରି ୫ଜଣ ଡକାୟତ ଙ୍କୁ ଗିରଫ କରିବାରେ ବଡ ସଫଳତା ହାସଲ କରିଥିବା ଜଣାପଡିଛି। ତା ସହିତ ଚାରି ବାଇକ୍, ଦୁଇ ବୁଲେଟ୍ ଓ ଗୋଟିଏ ଖଣ୍ଡା

ଟାଟା ଷ୍ଟିଲ୍ ମେରାମଣ୍ଡଳୀ ରନ୍‌-ଏ-ଥନ୍‌ର ତୃତୀୟ ସଂସ୍କରଣରେ ୩୫୦୦ ଧାବକଙ୍କ ଅଂଶଗ୍ରହଣ

ଟାଟା ଷ୍ଟିଲ୍ ମେରାମଣ୍ଡଳୀ ପକ୍ଷରୁ ଢେଙ୍କାନାଳ ପ୍ରଶାସନ ସହଯୋଗରେ ଆୟୋଜନ କରାଯାଇଥିବା ମେଗା କ୍ରୀଡ଼ା କାର୍ଯ୍ୟକ୍ରମ ମେରାମଣ୍ଡଳୀ ରନ୍‌-ଏ-ଥନ୍‌ରେ ସାରା ଦେଶର ୩୫୦୦ରୁ ଅଧିକ ଉତ୍ସାହୀ ଧାବକଙ୍କ ଅଂଶଗ୍ରହଣ ଦେଖିବାକୁ ମଳିଥିଲା । ଢେଙ୍କାନାଳ ବିଧାୟକ ସୁଧୀର ସାମଲ, ହିନ୍ଦୋଳ ବିଧାୟିକା

ବାହାଘର ବାଣଫୁଟି ଜଳିଗଲା ୩ ବଖରା ଚାଳ ଘର

ବାହାଘର ରୋଷଣୀ ବେଳେ ବାଣଫୁଟି ଜଳିଗଲା ୩ ବଖରା ଘର ଓ କଚଡା ଗଦା। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଭୁବନ ଭୁଷଳ ତଳ ସାହିରେ।ଗତକାଲି ଭୁଷଳ ତଳସାହି ରାସ୍ତାଦେଇ ବରଯାତ୍ରୀ ରୋଷଣୀ ଯାଉଥିବା ସମୟରେ ବାଣ ଫୁଟାଇବାରୁ ଚାଳଛପର ଘରେ ପଡି ଲାଗିଥିଲା ନିଆଁ। ତେବେ ଏହି ଅଗ୍ନିକାଣ୍ଡରେ ଦକ୍ଷିଣ

ହୋହଲ୍ଲା ମଧ୍ୟରେ ଅନୁଷ୍ଠିତ ହେଲା ହିନ୍ଦୋଳ ପଞ୍ଚାୟତ ସମିତିର ଦ୍ଵିତୀୟ ସାଧାରଣ ବୈଠକ

ହିନ୍ଦୋଳ ପଞ୍ଚାୟତ ସମିତିର ଦ୍ଵିତୀୟ ସାଧାରଣ ବୈଠକ ହିନ୍ଦୋଳ ବ୍ଲକ ପରିସରରେ ଥିବା କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି । ପ୍ରତି ଦୁଇମାସରେ ଗୋଟିଏ ସମିତି ବୈଠକ ଅନୁଷ୍ଠିତ ହେବାର ନିୟମ ଥିଲେ ହିନ୍ଦୋଳ ବ୍ଲକରେ ସମସ୍ତ ନୀତିନିୟମକୁ ଜଳାଞ୍ଜଳୀ ଦିଆଯାଉଥିବା ଦେଖିବାକୁ ମିଳିଛି । ହିନ୍ଦୋଳ

ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କଲେ ଛାତ୍ର ଛାତ୍ରୀ ଅଭିଭାବକ।ଆଜି ସକାଳୁ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଏନଏସି ପୁରୁଣା ରେକୁଳା ସରକାରୀ ଉପ୍ରା ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ତାଲା ପକାଇ କରିଛନ୍ତି ଆନ୍ଦୋଳନ ।

ନିମବାହାଳି ଅଞ୍ଚଳରେ ଟ୍ରେନ୍ ଧକ୍କା ରେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ

ନିମବାହାଳି ଅଞ୍ଚଳରେ ଟ୍ରେନ୍ ଧକ୍କା ରେ ଜଣେ ମୃତ୍ୟୁ ବରଣ କରିଥିବାର ଜଣାପଡିଛି । ଲୋକ ପାଇଲଟ, ରେଲୱେ ପୋଲିସ, ଅଞ୍ଚଳ ବାସିନ୍ଦାଙ୍କ ଠାରୁ ମିଳିଥିବା ସୂଚନା ଅନୁସାରେ ନିମବାହାଳି ଟ୍ରେନ ଲାଇନ କଡରେ ଛିଡା ହୋଇଥିବା ଜଣେ ବ୍ୟକ୍ତି ଟ୍ରେନ ଆସିବା ବେଳେ ହଠାତ୍ ଟ୍ରେନ ଆଗକୁ ଡେଇଁ ପଡିଥିଲା।
error: Content is protected !!