News
lipub
samparksetu

ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ଯୁବ ମହିଳା ଛାତ୍ର ସଙ୍ଗଠନକୁ ତୃଣମୂଳ ସ୍ତରରେ ଅଧିକ ସୁଦୃଢ଼ କରିବା ନିମନ୍ତେ ଆଜି ହିନ୍ଦୋଳ ନିର୍ବାଚନ ମଣ୍ଡଳୀର ଓଡ଼ାପଡ଼ା ବ୍ଲକ ସ୍ଥିତ ଦଶଦେବୀ ପଡିଆ ଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମହୋଦୟଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ହୋଇଥିବା ‘ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ’ ଅନୁଷ୍ଠିତ ହୋଇଯାଇଅଛି।

ଉକ୍ତ କାର୍ଯ୍ୟକ୍ରମର ମଞ୍ଚାସିନ ଅତିଥି ଢେଙ୍କାନାଳ ସାଂସଦ ମହେଶ ସାହୁ,ମାନ୍ୟବର ପରଜଙ୍ଗ ବିଧାୟକ ଡାକ୍ତର ନୃସିଂହ ଚରଣ ସାହୁ,ମାନ୍ୟବର ଢେଙ୍କାନାଳ ବିଧାୟକ ସୁଧୀର ସାମଲ,ମାନ୍ୟବର ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ,ଢେଙ୍କାନାଳ ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀଯୁକ୍ତ ବିଜୟ ନାୟକ, ଓଡ଼ାପଡ଼ା ବ୍ଲକ ଅଧ୍ୟକ୍ଷ ସସ୍ମିତା ମହାନ୍ତି ଯୋଗ ଦେଇଥିଲେ।

new life
You might also like
error: Content is protected !!