News
lipub
samparksetu

କଙ୍କଡାହାଡ଼ ଓ ପରଜଙ୍ଗ ରେ BSKY ହିତାଧିକାରୀଙ୍କୁ ୧ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ

ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ୧୦୦୦ଟଙ୍କା ସହାୟତା ରାଶି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଦ୍ବାରା ଶୁଭାରମ୍ଭ ହୋଇଥିବା ବେଳେ ଆଜି ପ୍ରଥମ ଦିନରେ ପରଜଙ୍ଗ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଙ୍କଡ଼ାହାଡ଼ ବ୍ଲକରେ ମାନ୍ୟବର ପୂର୍ବତନ ମନ୍ତ୍ରୀ ତଥା ବର୍ତମାନ ବିଧାୟକ ଡାକ୍ତର ନୃସିଂହ ଚରଣ ସାହୁ ଙ୍କ ଦ୍ଵାରା ଶୁଭାରମ୍ଭ କରାଯାଇଛି ।

ଅନ୍ୟପଟେ ପରଜଙ୍ଗ ବ୍ଲକ ରେ ପରଜଙ୍ଗ ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା ହିତାଧିକାରୀମାନଙ୍କୁ ୧୦୦୦ଟଙ୍କା ଲେଖାଁଏ ସହାୟତା ରାଶି ବଣ୍ଟନ କରିଛନ୍ତି, ଅନ୍ୟମାନଙ୍କ ମଧ୍ୟରେ ପରଜଙ୍ଗ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୋଦ ବିହାରୀ ବେହେରା,ପରଜଙ୍ଗ ସରପଞ୍ଚ ପ୍ରୀୟଜିତ୍ ସାମଲ ସମସ୍ତ ବ୍ଲକ କର୍ମଚାରୀ ଉପସ୍ଥିତ ଥିଲେ ।

new life
You might also like
error: Content is protected !!