ବାଜି ରାଉତ ଜାତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ; ମୁମ୍ବାଇ କେନକ୍ରେ ଏଫସି ବିଜୟୀ
ଢେଙ୍କାନାଳ ଏବଂ ଅନୁଗୁଳ ଜିଲ୍ଲାରେ ସର୍ବଭାରତୀୟ ଫୁଟବଲ ସଂଘ ସହଯୋଗରେ ଆମେ ଓଦିଆ ଫାଉଣ୍ଡେସନ ଟଷ୍ଟ୍ର ଦ୍ଵରା ବାଜି ରାଉତ ଜାତୀୟ ଫଟୁବଲ ଟୁର୍ଣ୍ଣାମେଣ୍ଟ ଗୁରୁବାର ଦିନ ଢେଙ୍କାନାଳ ମିନି ଷ୍ଟାଡିୟମ ପରିସରରେ ଉଦଘାଟିତ ହୋଇଛି।
କେନ୍ଦ୍ର ଶିକ୍ଷା,ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର!-->!-->!-->…